UGLY
INDIA
ODISHA
2 drown while taking bath in river
ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ଚୌକିପଡ଼ାର ପଙ୍କଜ କୁମାର ସାହୁ (୨୦) ଏବଂ ଗିରିଜା ଶଙ୍କର ସାହୁ (୧୬) । ସଦର ଥା
Read the original at ଧରିତ୍ରୀ ↗