GOOD
INDIA
ODISHA
କାଲି ପୁରୀ ସହରରେ ସ୍କୁଲ୍ ଛୁଟି

ପୁରୀ ମହାନଗର ନିଗମରେ ଆସନ୍ତାକାଲି ସବୁ ସ୍କୁଲ୍ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା ଭିଡ଼କୁ ଦେଖି ସବୁ ସ୍କୁଲ ବନ୍ଦ ରଖିବାକୁ ହୋଇଛି ନିଷ୍ପତ୍ତି। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ
Read the original at Odisha Reporter ↗