BAD
CRIME
ODISHA
45 kg of ganja worth over ₹4 lakh seized, 3 arrested.
ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି ସମୟରେ ଦୁଇଟି ପୃଥକ୍ ଘଟଣାରେ ମୋଟ ୪୫ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ପ୍ର
Read the original at ଧରିତ୍ରୀ ↗