GOOD
INDIA
ODISHA
ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….
ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାଜପୁର ଗ୍ରାମର ବାସିନ୍ଦା ୮୦ ବର୍ଷୀୟ ସାହେବ ସାହୁଙ୍କ ପରିବାରର ଦୟନୀୟ ସ୍ଥିତି ସମ୍
Read the original at ଧରିତ୍ରୀ ↗