Flag of Indiaसत्यमेव जयते
GOOD INDIA ODISHA

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଧର୍ମପୁର ଗ୍ରାମର ଡି. ମିଥୁନ ଦୋରା କୋର୍ଟଙ୍କ

ଧରିତ୍ରୀ Tue, 21 Jul 2026 17:03
Read the original at ଧରିତ୍ରୀ ↗