GOOD
POLITICS
ODISHA
Election ପଂଚାୟତ-ପୌର ନିର୍ବାଚନ ପାଇଁ ପ୍ରସ୍ତୁତି: ଭୋଟର ସର୍ଭେ ସହ ହେବ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପ୍ରକ୍ରିୟା, ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

ରାଜ୍ୟରେ ଆସନ୍ତା ୨୦୨୭ ଜାନୁୟାରୀ-ଫେବୃୟାରୀରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ଓ ପରେପରେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଛି। ଏହି ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଓ ତ୍ରୁଟିଶୂନ୍ୟ କରିବା ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ଓ ସରକାରୀସ୍ତରରେ ପଦକ୍ଷେପ ନିଆଯାଇଛି।
Read the original at Odisha Reporter ↗