MILESTONE
INDIA
ODISHA
हाथी मृत पाया गया: ହାତୀର ମୃତଦେହ ଠାବ

ଦନ୍ତା ହାତୀର ମୃତ ଦେହ ଠାବ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବମ୍ପା ନିକଟରେ ଦନ୍ତାର ମୃତ ଦେହ ଉଦ୍ଧାର କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ଓ ହିନ୍ଦୋଳ ରେଞ୍ଜର ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି
Odisha Reporter पर मूल खबर पढ़ें ↗