GOOD
INDIA
ODISHA
Indian Idol 16 ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥି ସହିତ ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍
Read the original at Odisha Reporter ↗