GOOD
INDIA
ODISHA
Medical college ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାଁରେ ନାମିତ ହେବ ଫୁଲବାଣୀ ମେଡିକାଲ କଲେଜ, ଜଲେଶପଟ୍ଟା ଆଶ୍ରମ ପାଇଁ ୧୩ କୋଟି

ଫୁଲବାଣୀ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ଘୋଷଣା କରିବା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଜଲେଶପଟ୍ଟା ଆଶ୍ରମର ସୁରକ୍ଷା ପାଇଁ ୧୩କୋଟି
Read the original at Odisha Reporter ↗