Flag of Indiaसत्यमेव जयते
GOOD INDIA ODISHA

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ, ୨୨ ଶହ ଟଙ୍କା ଓ ଗୋଟିଏ ଟୟୋଟୋ ଇନୋଭା କ୍ରିଷ୍ଟା ଗାଡି ଜବତ କରାଯାଇଛି । ଗିରଫ ୩ ଜଣ ହେଲେ ପିତବାସ ମହାନ୍ତି, ଲକ

ଧରିତ୍ରୀ Tue, 23 Jun 2026 10:15
ଧରିତ୍ରୀ पर मूल खबर पढ़ें ↗