GOOD
CRIME
ODISHA
Pralhad Joshi Appointed Education Minister : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହ୍ଲାଦଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ

ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେବା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଶ୍ରୀ ଯୋଶୀ ଏବେ ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଥିବା ବେଳେ ଶିକ୍ଷା ମ
Read the original at Odisha Reporter ↗