CRISIS
POLITICS
ODISHA
Schools Suspended: କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା

କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ସମସ୍ତ ସରକାରୀ, ବେସରକାରୀ ସ୍କୁଲ୍ ଆଜି ଓ ଆସନ୍ତାକାଲି ପାଇଁ ବନ୍ଦ କରାଯାଇଛି। ମାତ୍ର ଛୁଟି ସମୟରେ ଜାରି ରହିବ ପରୀକ୍ଷା ଓ ଅନ୍ୟାନ୍ୟ କାର୍ଯ୍ୟ। କନ୍ଧମାଳ ଜିଲ୍ଲାରେ
Read the original at Odisha Reporter ↗