GOOD
INDIA
ODISHA
Schools will remain closed: ଜଗତସିଂହପୁର ପରେ ଆଉ ଏକ ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ବନ୍ଦ; ପାଣିପାଗ ବିଭାଗ ଜାରି କରିଛି ରେଡ୍ ୱାର୍ଣ୍ଣିଂ
ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଜିଲ୍ଲାର ସମସ୍ତ ସ
Read the original at Odisha Reporter ↗