CRISIS
POLITICS
ODISHA
ଓଡ଼ିଶାରେ SIR ପାଇଁ ୧୦ ବରିଷ୍ଠ IAS ଅଧିକାରୀ 'ଭୋଟର ତାଲିକା ପର୍ଯ୍ୟବେକ୍ଷକ' ନିଯୁକ୍ତ

ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟର ୧୦ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ 'ଭୋଟର ତାଲିକା ପର୍ଯ୍ୟବେକ୍ଷକ' (Electoral Roll Observer) ଭାବେ ନିଯୁକ୍ତ କରାଯାଇଛି। ଏହ
Read the original at Odisha Reporter ↗