GOOD
INDIA
TAMIL NADU
Tamil Nadu Gas Tragedy: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି, ସମସ୍ତେ କେନ୍ଦୁଝର ଜିଲ୍ଲାର

ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲା ପେରିୟପାଲୟମ ନିକଟରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ଓ ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଦୀପାଞ୍ଜଳି ଜୁଆଙ୍ଗ। ତାଙ୍କ ଘର କେନ୍ଦୁଝର ଜିଲ୍ଲ
Read the original at Odisha Reporter ↗