CRISIS
POLITICS
TAMIL NADU
Tamil Nadu Gas Tragedy: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ସହାୟତା ରାଶିର ପରିମାଣ ୧୦ ଲକ୍ଷ ଟଙ୍କାକୁ ବଢ଼ିଲା

ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲା ପେରିୟପାଲୟମ ନିକଟରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ଓ ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଆଉ ଦୁଇ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତ ଓଡ଼ିଆ ଶ୍ରମିକଙ୍କ ସଂ
Read the original at Odisha Reporter ↗