BAD
INDIA
ODISHA
The Meteorological Department has issued a yellow warning to 4 cities for two hours, heavy rain.
ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦିଆଯାଇଛି । ଏହା ସହିତ ସତର୍କ ରହିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି ।
Read the original at ଧରିତ୍ରୀ ↗